Tag: Weather update

Cold wave: ହାଡଭଙ୍ଗା ଶୀତରେ ଥରୁଛି ପୂରା ଓଡ଼ିଶା

ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ । ଉପକୂଳରୁ ଉପାନ୍ତ ସବୁଠି ହାଡଭଙ୍ଗା ଶୀତ । ପାରଦ ତଳମୁହାଁ ହେବା ସହ ପ୍ରବଳ ଶୀତକୁ ଜାଡ କଲବଲ କରୁଛି । ସଞ୍ଜ ନଇଁଲେ ଶୀତର ପ୍ରକୋପ ବଢ଼ିବାରେ ଲାଗୁଛି ।…

Cold wave: ଥରୁଛି ସାରା ଓଡ଼ିଶା; ପୁଣି ୩ଡିଗ୍ରୀ ଛୁଇଁଲା ପାରଦ

ଥରୁଛି ସାରା ଓଡ଼ିଶା । ରାଜ୍ୟରେ ଧୀରେ ଧୀରେ ବଢ଼ିବାରେ ଲାଗିଛି ଶୀତର ପରିମାଣ। ଯାହା ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛନ୍ତି। କନ୍ଧମାଳ ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୧ଡିଗ୍ରୀ ରେକର୍ଡ କରାଯାଇଛି । ତେବେ ଚଳିତ ବର୍ଷ ପ୍ରଥମ ଥର…

Bay Of Bengal Storm: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଡିଟୱା’

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହେଲା।ଯାହାର ନାଁ ରଖାଯାଇଛି ଡିଟୱା। ତାମିଲନାଡ଼ୁର ଚେନ୍ନାଇ ଉପକୂଳରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ଆକଳନ କରାଯାଇଛି। ଏହି ବାତ୍ୟାର ପ୍ରଭାବ…

Low Pressure: ପୁଣି ଭିଜିବ ଓଡ଼ିଶା, ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ମାଲାକ୍କା ସମୁଦ୍ର ସନ୍ଧିର ମଧ୍ୟ ଅଂଶରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏଁ ସକ୍ରିୟ । ୨୨ ତାରିଖ ବେଳକୁ ଏହା ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ…

Cyclone Montha: ବାତ୍ୟା ପାଇଁ ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାରେ ୨ ଦିନ ସ୍କୁଲ୍‌ ଛୁଟି ଘୋଷଣା

ବାତ୍ୟା ପାଇଁ ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଏହି ଜିଲ୍ଲା ଗୁଡିକରେ ସ୍କୁଲ ସହ ଅଙ୍ଗନୱାଡି କେନ୍ଦ୍ର ମଧ୍ୟ ୨୮ ଓ ୨୯ ତାରିଖରେ ଛୁଟି ରହିବ ବୋଲି ସୋମବାର…

Cyclone Montha: ମାଡ଼ି ଆସୁଛି ବାତ୍ୟା ‘ମୋନ୍ଥା’; ୩୦ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ମନ୍ଥାକୁ ଦୃଷ୍ଟିରେ ରଖି ଆସନ୍ତା ୩୦ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି। ଏ ନେଇ ପ୍ରେସମିଟ୍‌ରେ ସୂଚନା ଦେଲେ SRC ଦେଓରଞ୍ଜନ ସିଂହ । ସେ କହିଛନ୍ତି ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ…

Cyc‌loneMontha: ସମ୍ଭାବ୍ୟ ବାତ୍ୟାକୁ ନେଇ ୭ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌

ସମ୍ଭାବ୍ୟ ବାତ୍ୟାକୁ ନେଇ ୭ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌ । ବାଲେଶ୍ୱରରେ ପରିସ୍ଥିତି ନିୟନ୍ତ୍ରଣାଧୀନ ହେବା ପର୍ଯ୍ୟନ୍ତ ଛୁଟି ବାତିଲ୍। ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍ କରିଛନ୍ତି ବାଲେଶ୍ବର ଜିଲ୍ଲାପାଳ। ସେହିପରି ଗଞ୍ଜାମରେ ୨୫ରୁ ୩୦ ଛୁଟି ବାତିଲ,…

Cyclone Montha: କେବେ ଓ କେଉଁଠି ଲ୍ୟାଣ୍ଡଫଲ ହେବ ବାତ୍ୟା ମୋନ୍ଥା?

ଭୀଷଣ ବାତ୍ୟା ‘ମୋନ୍ଥା’ ଆନ୍ଧ୍ରପ୍ରଦେଶ ଉପକୂଳ ମଚ୍ଛଲିପଟ୍ଟନମ୍ ଓ କଳିଙ୍ଗପଟନମ୍ ମଧ୍ୟରେ କାକିନଡ଼ା ପାଖରେ ୨୮ ତାରିଖ ସନ୍ଧ୍ୟା ଏବଂ ରାତ୍ରି ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୯୦ ରୁ…

Cyclone Montha Alert: ଅବପାତରେ ପରିଣତ ହେଲା ଲଘୁଚାପ

ସୃଷ୍ଟି ହେଲା ଅବପାତ । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅବପାତ ରୂପ ନେଇଛି । ଏହା ଘନୀଭୂତ ହୋଇ କାଲି ଗଭୀର ଅବପାତର ରୂପ ନେବ । ୨୭ ତାରିଖ ସକାଳେ ଏହା ବାତ୍ୟାର ରୂପ…

Odisha Weather Update: ଓଡ଼ିଶାକୁ କାହିଁକି ଛାଡ଼ୁନି ଲଘୁଚାପ ବିପଦ

ଓଡ଼ିଶାର ପିଛା ଛାଡ଼ୁନି ଲଘୁଚାପ । ଅକ୍ଟୋବରରେ ଅଧିକ ଲଘୁଚାପ ହୋଇଛି । ଏସବୁ ଭିତରେ ଆଜି ପୁନଶ୍ଚ ଲଘୁଚାପ ସୃଷ୍ଟି ହୋଇଛି, ଆସନ୍ତାକାଲି ଅବପାତର ରୂପ ନେଇପାରେ । ଆଜି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା…