Tag: Weather update

Cyclone Montha: କେବେ ଓ କେଉଁଠି ଲ୍ୟାଣ୍ଡଫଲ ହେବ ବାତ୍ୟା ମୋନ୍ଥା?

ଭୀଷଣ ବାତ୍ୟା ‘ମୋନ୍ଥା’ ଆନ୍ଧ୍ରପ୍ରଦେଶ ଉପକୂଳ ମଚ୍ଛଲିପଟ୍ଟନମ୍ ଓ କଳିଙ୍ଗପଟନମ୍ ମଧ୍ୟରେ କାକିନଡ଼ା ପାଖରେ ୨୮ ତାରିଖ ସନ୍ଧ୍ୟା ଏବଂ ରାତ୍ରି ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୯୦ ରୁ…

Cyclone Montha Alert: ଅବପାତରେ ପରିଣତ ହେଲା ଲଘୁଚାପ

ସୃଷ୍ଟି ହେଲା ଅବପାତ । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅବପାତ ରୂପ ନେଇଛି । ଏହା ଘନୀଭୂତ ହୋଇ କାଲି ଗଭୀର ଅବପାତର ରୂପ ନେବ । ୨୭ ତାରିଖ ସକାଳେ ଏହା ବାତ୍ୟାର ରୂପ…

Odisha Weather Update: ଓଡ଼ିଶାକୁ କାହିଁକି ଛାଡ଼ୁନି ଲଘୁଚାପ ବିପଦ

ଓଡ଼ିଶାର ପିଛା ଛାଡ଼ୁନି ଲଘୁଚାପ । ଅକ୍ଟୋବରରେ ଅଧିକ ଲଘୁଚାପ ହୋଇଛି । ଏସବୁ ଭିତରେ ଆଜି ପୁନଶ୍ଚ ଲଘୁଚାପ ସୃଷ୍ଟି ହୋଇଛି, ଆସନ୍ତାକାଲି ଅବପାତର ରୂପ ନେଇପାରେ । ଆଜି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା…

Low Pressure Area: ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା

ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ। ଏନେଇ କିଛି…

ଆଜି ବର୍ଷାରେ ଭିଜିବ ଓଡ଼ିଶା

ରାଜ୍ୟର ଅନେକ ସ୍ଥାନରେ ଆଜି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଏ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର । ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବିଜୁଳି…

୧୧ ତାରିଖ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା 

ରାଜ୍ୟ ଉପରେ ଆଉ ଏକ ଘୁର୍ଣ୍ଣିବଳୟ ସମ୍ଭାବନା ରହିଛି। ବିଭିନ୍ନ ସ୍ଥାନରେ ୧୧ ତାରିଖ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା । ଅଧିକାଂଶ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଜୁଳି ଘଡ଼ଘଡ଼ି…

ଆଗାମୀ ୧୨ ଘଣ୍ଟାରେ ଆରବ ସାଗରରେ ବାତ୍ୟା ସମ୍ଭାବନା

ଆରବ ସାଗରରେ ବାତ୍ୟା ସମ୍ଭାବନା । ୨୪ ଘଣ୍ଟାରେ ଘନୀଭୂତ ହୋଇ ଗୋଟିଏ ଭୀଷଣ ବାତ୍ୟା ରୂପ ନେଇପାରେ। କିନ୍ତୁ ଓଡ଼ିଶା ଉପରେ ବାତ୍ୟାର କୌଣସି ପ୍ରଭାବ ରହିବ ନାହିଁ ସୂଚନା ଦେଇଛନ୍ତି ପାଣିପାଗ ବିଭାଗ। ଉତ୍ତର ଆରବ ସାଗରରେ ସୃଷ୍ଟ…

ଅତି ଭୀଷଣ ବର୍ଷା ନେଇ ଓଡ଼ିଶାକୁ ରେଡ୍ ଆଲର୍ଟ ଜାରି

ସାରା ରାଜ୍ୟର ଆଜି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ।କିଛି ଜିଲ୍ଲାକୁ ଅତିଭୀଷଣ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କଲା ପାଣିପାଗ ବିଭାଗ। ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନଟ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଆଲର୍ଟ କରିଛି…

ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ କ୍ଷେତ୍ର। ଆସନ୍ତା ୨୪ ଘଣ୍ଟାରେ ଏହା ଅବପାତର ରୂପ ନେବ। ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓ ସଂଲଗ୍ନବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ପରବର୍ତ୍ତୀ ସମୟରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର…

ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର-ପୂର୍ବ ବଙ୍ଗୋପସାଗର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…