ତାଜା ଖବର ରାଜ୍ୟ ଆସନ୍ତା ୧୩ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା September 7, 2025 Papirani ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ମୌସୁମୀ ସକ୍ରିୟ ଥିବାରୁ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଉପରେ ବାୟୁମଣ୍ଡଳୀୟ ଘୁର୍ଣ୍ଣିବଳୟ ପ୍ରଭାବରେ ବର୍ଷାର ତୀବ୍ରତା ବଢ଼ିଛି। ତେଣୁ…
ତାଜା ଖବର ରାଜ୍ୟ ଆହୁରି ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା August 28, 2025 Papirani ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆହୁରି ଦୁଇ ଦିନ ବର୍ଷିବା ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗ । ଆଜି ସାରା ରାଜ୍ୟକୁ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବଙ୍ଗୋପସାଗରରେ…
ତାଜା ଖବର ରାଜ୍ୟ ଆଗାମୀ ୧୨ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ August 17, 2025 Papirani ରାଜ୍ୟରେ ଜାରି ରହିଛି ବର୍ଷା । ଏହାରି ମଧ୍ୟରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟର ପ୍ରଭାବରେ ଲଘୁଚାପ କ୍ଷେତ୍ର…
ତାଜା ଖବର ରାଜ୍ୟ ଆସୁଛି ଆଉ ଏକ ଲଘୁଚାପ; ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା July 18, 2025 Papirani ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ।ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଥିବା ଆକଳନ କରିଛି ପାଣିପାଗ ବିଭାଗ। ଏହା ସହ ଆହୁରି ରାଜ୍ୟରେ ୫ ଦିନ ବର୍ଷା ଲାଗି ରହିବା ନେଇ ସୂଚନା…
ତାଜା ଖବର ରାଜ୍ୟ ଆସନ୍ତା ୧୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା; ସତର୍କ କରାଇଲା ପାଣିପାଗ ବିଭାଗ July 15, 2025 Papirani ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା । ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଆକଳନ…
ତାଜା ଖବର ରାଜ୍ୟ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ May 29, 2025 Papirani ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ । ଏହି ଅବପାତ ୨୦କି.ମି ବେଗରେ ଉତ୍ତର ଦିଗକୁ ଗତିକରି ଆହୁରି ଘନୀଭୂତ ହୋଇଛି । ଦୀଘା ଠାରୁ ୧୧୦ କି.ମି ପୂର୍ବ ଦକ୍ଷିଣପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି ଅବପାତ । ଏହା…
ତାଜା ଖବର ରାଜ୍ୟ ଆଣ୍ଡାମାନ ଛୁଇଁଲା ମୌସୁମୀ; ରାଜ୍ୟରେ ବର୍ଷା ସମ୍ଭାବନା May 13, 2025 Papirani ଆଣ୍ଡାମାନ ଛୁଇଁଲା ମୌସୁମୀ । ଆଜି ଆଣ୍ଡାମାନ ସାଗରରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି। ଆଜି ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନରେ ଆଗକୁ ବଢ଼ିବ ମୌସୁମୀ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ନିର୍ଦ୍ଦିଷ୍ଟ ଅଞ୍ଚଳଗୁଡ଼ିକୁ ମୌସୁମୀର ଅଗ୍ରଗତି ପାଇଁ…
ତାଜା ଖବର ରାଜ୍ୟ ମେ ୨୭ରେ କେରଳ ଛୁଇଁବ ମୌସୁମୀ ! May 10, 2025 Papirani ଦିନକୁ ଦିନ ରାଜ୍ୟରେ ଗ୍ରୀଷ୍ମର ପ୍ରବାହ ବଢିବାରେ ଲାଗିଛି । ପ୍ରବଳ ଗୁଳୁଗୁଳିରୁ ଆଶ୍ୱସ୍ତି ଦେବାକୁ ଯାଉଛି ମୌସୁମୀବର୍ଷା ।ଆସନ୍ତା ମେ’୨୭ ତାରିଖ ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବାର ସମ୍ଭାବନା ରହିଛି । ପୂର୍ବରୁ ମେ ୧୩ରେ ମୌସୁମୀ…
ତାଜା ଖବର ରାଜ୍ୟ ଆଜି ରାଜ୍ୟକୁ କାଳବୈଶାଖୀ ବର୍ଷା ନେଇ ଚେତାବନୀ; ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି May 1, 2025 Papirani କାଳବୈଶାଖୀ ପ୍ରଭାବରେ ରାଜ୍ୟବାସୀଙ୍କୁ ତାତିରୁ ମିଳିଛି ଆଶ୍ୱସ୍ତି । ଆଜି ରାଜ୍ୟକୁ କାଳବୈଶାଖୀ ବର୍ଷା ନେଇ ଚେତାବନୀ। ୭ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଆଜି ପାଇଁ ସମ୍ପୂର୍ଣ୍ଣ…
ତାଜା ଖବର ରାଜ୍ୟ ମେ’ ୧ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା April 27, 2025 Papirani ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ମିଳିବ ଆଶ୍ବସ୍ତି। ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ଦିନରେ ଖରା ଗୁଳୁଗୁଳି ଦେଖିବାକୁ ମିଳୁଥିବା ବେଳେ ଅପରାହ୍ନ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ଦେଖିବାକୁ ମିଳୁଛି। ମେ’ ୧ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା…