Tag: Weather update

ଆସନ୍ତା ୪ ଦିନ ବର୍ଷାରେ ଭିଜିବ ଓଡ଼ିଶା !

ରାଜ୍ୟରେ ଶୀତର ଲହରୀ ଜରିରହିଥିବ ବେଳେ ଏବେ ଆସୁଛି ଲଘୁଚାପ ବର୍ଷା। ଦକ୍ଷିଣ ଆଣ୍ଡାମାନ ସାଗର ଓ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୧ ତାରିଖ…

ରାଜ୍ୟରେ ଖସୁଛି ପାରଦ ବଢୁଛି ଥଣ୍ଡା; ଘନ କୁହୁଡ଼ି ପାଇଁ ସତର୍କ ଜାରି

ବିଳମ୍ବରେ ହେଲେ ବି ରାଜ୍ୟରେ ଶୀତ ପ୍ରକୋପ ଧୀରେ ଧୀରେ ବଢୁଛି । ମେଘୁଆ ପାଗ ଅପସରି ଯିବା ପରେ ରାଜ୍ୟକୁ ଲେଉଟିଛି ଶୀତ। ଦୁଇଦିନ ହେବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସକାଳୁ ସକାଳୁ ଘନ କୁହୁଡ଼ି ଲାଗି ରହିଥିବା ବେଳେ…

ସକାଳୁ ସକାଳୁ ବିଭିନ୍ନ ଜିଲ୍ଲାରେ କୋହଲା ପାଗ ସହ ହୋଇଛି ଝିପିଝିପି ବର୍ଷା

ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ହାଲୁକା ବର୍ଷା ହୋଇଥିବା ଦେଖିବାକୁ ମିଳିଛି । ପଶ୍ଚିମାଝଡ ପ୍ରଭାବରେ ଉପକୂଳ ଓଡିଶାରେ ବଦଳିଛି ପାଗ । ଏହାସହ ଆସନ୍ତା ୫ଦିନ ଯାଏ ରାଜ୍ୟରେ ପାଗ କୋହଲା ରହିବ…

ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ କୋହଲା ପାଗ; ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା

ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ପବନ ସହ ବର୍ଷା ଓ କୋହଲା ପାଗ ଦେଖିବାକୁ ମିଳିଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳରେ ହେବାକୁ ଥିବା ବାତ୍ୟା…

ଆସୁଛି ଆଉ ଏକ ଲଘୁଚାପ; ପୁଣି ବର୍ଷାରେ ଭିଜିବ ସାରା ରାଜ୍ୟ

ପୁଣି ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ଆସନ୍ତା ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । କ୍ରମେ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଆସନ୍ତା ୨୩ ସୁଦ୍ଧା ଲଘୁଚାପରେ ପରିଣତ ହେବ ।…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ୨୪ ଘଣ୍ଟାରେ ବର୍ଷା ସମ୍ଭାବନା

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଏହା ପ୍ରଭାବରେ ରାଜ୍ୟରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସହ କିଛି ଜାଗାରେ ହାଲୁକା ବର୍ଷା ସମ୍ଭାବନାର ସମ୍ଭାବନା ରହିଛି। ଉପକୂଳ ସମେତ ଓ ମୟୂରଭଂଜ, କେନ୍ଦୁଝରରେ ହାଲୁକା ବର୍ଷା…

ସକାଳୁ ସକାଳୁ କଟକ ଓ ଭୁବନେଶ୍ୱରରେ ଅଦିନିଆ ବର୍ଷା

ଭୁବନେଶ୍ବର ଓ କଟକରେ ପ୍ରବଳ ବର୍ଷା । ଆଜି ସକାଳୁ ସକାଳୁ ଟ୍ୱିନ ସିଟିରେ ଅଦିନିଆ ବର୍ଷା ସମେତ ବିଜୁଳି , ଘଡଘଡି ହୋଇଛି । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି…

୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ରହିବ ପ୍ରବଳ ବର୍ଷାର ପ୍ରଭାବ: ମନୋରମା ମହାନ୍ତି

କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଶନିବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୧ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଆସନ୍ତା ୨୩ ତାରିଖ…

ମାଡ଼ି ଆସୁଛି ବାତ୍ୟା; ୨୪ ତାରିଖରେ କରିବ ଲାଣ୍ଡଫଲ୍!

ଆସୁଛି ବାତ୍ୟା। ୨୪ ତାରିଖରେ କରିପାରେ ଲାଣ୍ଡଫଲ୍।ବଙ୍ଗୋପସାଗରରେ ବାତ୍ୟା ନେଇ ସ୍ପଷ୍ଟ କଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇ କହିଛନ୍ତି, ଆସନ୍ତା ୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହେବ ସାଇକ୍ଲୋନ…

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ୨୩ ରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 

କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ ।ଏହା ପ୍ରଭାବରେ ଆସନ୍ତା ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ। ଏହାର…