Tag: Weather update

ମାଡ଼ି ଆସୁଛି ବାତ୍ୟା; ୨୪ ତାରିଖରେ କରିବ ଲାଣ୍ଡଫଲ୍!

ଆସୁଛି ବାତ୍ୟା। ୨୪ ତାରିଖରେ କରିପାରେ ଲାଣ୍ଡଫଲ୍।ବଙ୍ଗୋପସାଗରରେ ବାତ୍ୟା ନେଇ ସ୍ପଷ୍ଟ କଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇ କହିଛନ୍ତି, ଆସନ୍ତା ୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହେବ ସାଇକ୍ଲୋନ…

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ୨୩ ରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା 

କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ ।ଏହା ପ୍ରଭାବରେ ଆସନ୍ତା ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ। ଏହାର…

ରାଜ୍ୟକୁ ରହିଛି ବାତ୍ୟାର ଭୟ; ଆସୁଛି ଆଉ ଏକ ଲଘୁଚାପ

ଆସନ୍ତା ୨୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଲଘୁଚାପ କ୍ଷେତ୍ରଟି ଉତ୍ତର ପଶ୍ଚିମ ଦିଗକୁ…

ରାଜ୍ୟରେ ଆଉ ୨ ଦିନ ଲଘୁଚାପ ବର୍ଷା; ରାଜ୍ୟର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି

ଉତ୍ତର ଆନ୍ଓଧ୍ରପ୍ରଦେଶ ଦକ୍ଷିଣ ଓଡ଼ିଶା ଉପକୂଳ ପଶ୍ଚିମ କେନ୍ଦ୍ରୀୟ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସୃଷ୍ଟି ହୋଇଥିବା ଲଘୁଚାପ ବର୍ଷା ଯୋଗୁ ଭିଜିବ ଓଡି଼ଶା । ଏହାର ପ୍ରଭାବରେ ଆସନ୍ତା ୨…

ରାଜ୍ୟରେ ଲଘୁଚାପ ବର୍ଷା; ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଫଳରେ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ଆଜି ପାଇଁ ୧୨…

ରାଜ୍ୟରେ ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ବର୍ଷା ନେଇ ଆସନ୍ତା କାଲି ସକାଳ ଯାଏଁ ୨ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼ ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ମୟୂରଭଞ୍ଜ, ଦେବଗଡ଼,…

ଭୀଷଣ ବର୍ଷା ନେଇ ରାଜ୍ୟର ୭ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି

ଆଜି ପ୍ରବଳ ବର୍ଷାରେ ଭିଜିବ ସାରା ରାଜ୍ୟ । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଅବପାତଟି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବା।…

ଆଗାମୀ ୫ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିବ ବର୍ଷା

ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା । ହାଲୁକାରୁ ମଧ୍ୟମ ଧରଣର ସହ କିଛି ଜାଗାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ସୂଚନା ଦେଲେ ଭୁବନେଶ୍ବର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ।…

ଲଘୁଚାପ ପ୍ରଭାବରୁ ରାଜ୍ୟରେ ତିନିଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆସନ୍ତା ୨୦ ତାରିଖ ଯାଏଁ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏଥିପାଇଁ ୧୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି…

ରାଜ୍ୟରେ ଆହୁରି ବର୍ଷିବ ବର୍ଷା, ୨୪ ଘଣ୍ଟାରେ ଆଉ ଏକ ଲଘୁଚାପ ସୃଷ୍ଟି

୨୪ ଘଣ୍ଟା ଭିତରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଥିବା ବେଳେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡିଶା ନିକଟ ସମୁଦ୍ରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି…