Tag: Weather Updates

Cyclone Montha: ବାତ୍ୟା ‘ମୋନ୍ଥା’ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରେସମିଟ୍

ବାତ୍ୟା ‘ମୋନ୍ଥା’ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ୮ ଟି ଜିଲ୍ଲାର ଜିଲ୍ଲାପାଳ ଓ ଆର୍‌ଡିସିଙ୍କ ସହିତ ଗ୍ରାଉଣ୍ଡ ଜିରୋ ସ୍ଥିତି ନେଇ ବିସ୍ତୃତ ଆଲୋଚନା ହୋଇଛି । ଗଣମାଧ୍ୟମକୁ ସୂଚନା ଦେଇ…

Cyclone Montha: ବାତ୍ୟା ‘ମୋନ୍ଥା’ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବାତ୍ୟା ‘ମୋନ୍ଥା’ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କୁ ନେଇ ଆଜି ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଲୋକସେବା ଭବନରେ ବାତ୍ୟା ମୁକାବିଲା ସମୀକ୍ଷା କରିଛନ୍ତି । ବାତ୍ୟା ମୁକାବିଲାକୁ ନେଇ ବରିଷ୍ଠ…

Cyclone Alert: ଅକ୍ଟୋବରରେ ଆସୁଛି ଦୁଇଟି ବାତ୍ୟା!

ଅକ୍ଟୋବର ଆସିଲେ ଓଡ଼ିଶାକୁ ମାଡ଼ି ଆସେ ବାତ୍ୟା ଭୟ । କାରଣ ଅକ୍ଟୋବର ମାସରେ ୧୯୯୯ ମହାବାତ୍ୟାରୁ ଆଜି ଯାଏଁ ଏକାଧିକ ପ୍ରଳୟଙ୍କରୀ ବାତ୍ୟା ଓଡ଼ିଶାକୁ ପ୍ରଭାବିତ କରିଛି । ବଙ୍ଗୋପସାଗରରେ ଏହି ଅକ୍ଟୋବରରେ ଦୁଇଟି ବାତ୍ୟା ସୃଷ୍ଟି ସମ୍ଭାବନା ଥିବା…

ପାର୍ବଣକୁ ଫିକା କରିପାରେ ଲଘୁଚାପଜନିତ ବର୍ଷା; ଆସୁଛି ଆଉ ଏକ ଲଘୁଚାପ

ପାର୍ବଣକୁ ଫିକା କରିପାରେ ଲଘୁଚାପ । ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ଏବଂ ଅକ୍ଟୋବର ୧ ତାରିଖରେ ଏହା ଏକ ଲଘୁଚାପ…

ପାର୍ବଣକୁ ଫିକା କରିପାରେ ବର୍ଷା; ଆସନ୍ତା ୧ ରେ ଆସୁଛି ଆଉ ଏକ ଲଘୁଚାପ

ପାର୍ବଣକୁ ଫିକା କରିପାରେ ବର୍ଷା । ଆସନ୍ତା ୧ ତାରିଖ ବେଳକୁ ପୁଣି ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୩୦ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି…

ପ୍ରବଳ ବର୍ଷା ନେଇ ୨୦ ଜିଲ୍ଲାକୁ କାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଆସନ୍ତା କାଲି ପାଇଁ ରାଜ୍ୟର ୨୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର,…

ଆଜି କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ବାତିଲ୍

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି କଟକ ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ଆଜି ବାତିଲ କରିଛନ୍ତି । କଟକ ସହରରେ ଜଳବନ୍ଦୀ ପରିସ୍ଥିତି…

ଆସୁଛି ପ୍ରବଳ ବର୍ଷା; କାଲି ୪ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଆଜିଠୁ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ…

ଆଜି ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ଆଶଙ୍କା

ଆଜି ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ଆଶଙ୍କା ରହିଛି । ଏଥିପାଇଁ ୩୦ ଜିଲ୍ଲାକୁ ବଜ୍ରପାତ ଓ ପବନ ବହିବା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଏବଂ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ…