Tag: Weather Updates

Cyclone Arnab: ସମ୍ଭାବ୍ୟ ବାତ୍ୟା ପାଇଁ ଖୋର୍ଦ୍ଧା ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାରେ ସରକାରୀ କର୍ମଚାରୀ ଓ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ଆସନ୍ତାକାଲିଠାରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ । ଏନେଇ ଜିଲ୍ଲାପାଳଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି…

Cyclone Arnab: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ବଢ଼ିଲା ଚିନ୍ତା, ଆଗୁଆ ପ୍ରସ୍ତୁତି ଜୋରଦାର

ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ନେଇ ଓଡ଼ିଶାରେ ସତର୍କତା ବଢ଼ିଛି । ବାତ୍ୟାର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ନିଆଯାଉଛି । ପାଣିପାଗ ବିଭାଗର ଆକଳନ ଅନୁସାରେ, ଅକ୍ଟୋବର ୨୮ ତାରିଖରେ ଏହା ଉତ୍ତର ଆନ୍ଧ୍ରପ୍ରଦେଶ ଓ…

Southwest Monsoon in Odisha: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାହାର ଜାରି, ୧୦ ଜିଲ୍ଲାରୁ ସମ୍ପୂର୍ଣ୍ଣ ବିଦାୟ

ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାହାର ଜାରି ରହିଛି । ରାଜ୍ୟର ୧୦ଟି ଜିଲ୍ଲାରୁ ମୌସୁମୀ ସମ୍ପୂର୍ଣ୍ଣ ଭାବେ ବିଦାୟ ନେଇଛି । ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, ବରଗଡ଼, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି ଓ…

Fresh Flood Fear Looms Over Odisha: ପୁଣିଥରେ ବନ୍ୟା ଆଶଙ୍କା, ବିପଦ ସଙ୍କେତ ଟପିଲା ବିଭିନ୍ନ ନଦୀର ଜଳସ୍ତର

ଲଘୁଚାପଜନିତ ଲଗାଣ ବର୍ଷା ଓ ଗଭୀର ଅବପାତର ପ୍ରଭାବରେ ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବଢ଼ିବାରେ ଲାଗିଛି । ଅନେକ ନଦୀର ଜଳସ୍ତର ବିପଦ ସଙ୍କେତ ଟପିଥିବା ବେଳେ ତଳିଆ ଅଞ୍ଚଳରେ ପୁଣିଥରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି । ବାଲେଶ୍ୱର…