ତାଜା ଖବର ରାଜନୀତି ରାଜ୍ୟ congress demand shut down web channel: ଓ୍ବେବ୍-ଚାନେଲ ବନ୍ଦ କରିବାକୁ ରାଜ୍ୟବ୍ୟାପୀ ଦାବି ଜଣାଇଲା କଂଗ୍ରେସ October 23, 2025 Papirani ଆସନ୍ତା ନଭେମ୍ବର ୧୧ ତାରିଖରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସ ଆଗୁଆ ଥିବା ଜାଣି ନିନ୍ଦୁକମାନେ ଜନମତକୁ ବିଭ୍ରାନ୍ତ କରିବାରେ ଲାଗିପଡ଼ିଛନ୍ତି। ଅଙ୍କୁଶବିହୀନ ସାମାଜିକ ଗଣମାଧ୍ୟମରେ ଯାଚ୍ଛାତା ପ୍ରଚାରରେ ମାତିଯାଇଛନ୍ତି। ପିସିସି ସଭାପତି ଜନନେତା ଭକ୍ତ ଚରଣ ଦାସ, ତାଙ୍କ…