ତାଜା ଖବର ରାଜ୍ୟ West Asia conflict: ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ଜାରି ହେଲା ହେଲ୍ପଲାଇନ March 3, 2026 Papirani ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି ହୋଇଛି । ଯୁଦ୍ଧକାଳୀନ ଜରୁରୀ ପରସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାରଙ୍କ ନିଷ୍ପତ୍ତି ନେଇଛନ୍ତି । ଏ ନେଇ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି କ୍ରୀଡା ଓ ଯୁବବ୍ୟାପାର…