ତାଜା ଖବର ରାଜ୍ୟ Odisha CM Chairs Meeting with Dist Collectors: ପଶ୍ଚିମ ଏସିଆ ପରିସ୍ଥିତି ପରିପ୍ରେକ୍ଷୀରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା March 30, 2026 Nirvay ପଶ୍ଚିମ ଏସିଆ ଯୁଦ୍ଧ ସଂକଟ ପରିପ୍ରେକ୍ଷୀରେ ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ସମ୍ପର୍କରେ ଜିଲ୍ଳାପାଳମାନଙ୍କ ସହିତ ଆଭାସୀ ମାଧ୍ୟମରେ ଆଲୋଚନା କରି ଜିଲ୍ଲାସ୍ତରୀୟ ଏନ୍ଫୋର୍ସମେଣ୍ଟ ସ୍କ୍ୱାଡ୍କୁ ୨୪ ଘଣ୍ଟିଆ ଆକ୍ସନ୍ ମୋଡ୍ରେ…