ତାଜା ଖବର ରାଜ୍ୟ WB Drops ‘Dham’ Tag from Digha Temple: ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଲା ‘ଧାମ’ ଶବ୍ଦ; ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ November 26, 2026 Papirani କୋଟି କୋଟି ଓଡ଼ିଆ ଓ ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ସମ୍ମାନ ଜଣାଇ ପଶ୍ଚିମବଙ୍ଗ ସରକାର ଦୀଘାସ୍ଥିତ ଜଗନ୍ନାଥ ମନ୍ଦିର ପରିସରରୁ ପବିତ୍ର ‘ଧାମ’ ଶବ୍ଦକୁ ଆନୁଷ୍ଠାନିକ ଭାବେ ହଟାଇ ଦେଇଛନ୍ତି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଏକ…