ତାଜା ଖବର ରାଜ୍ୟ ବିଧାୟକଙ୍କ ଗାଡ଼ି ଧକ୍କାରେ ସ୍କୁଟି ଚାଳକ ମୃତ July 9, 2025 Papirani ପଶ୍ଚିମବଙ୍ଗ ବିଧାୟକଙ୍କ ଗାଡ଼ି ଧକ୍କାରେ ସ୍କୁଟି ଚାଳକଙ୍କ ମୃତ୍ୟୁ । ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ନିକଟ ଜାମୁଝାଡ଼ି ଛକ ନିକଟରେ ସ୍କୁଟିକୁ ଧକ୍କା ଦେଲା ପଶ୍ଚିମବଙ୍ଗ ହାଓ୍ବଡ଼ାର ବିଧାୟକ ଗୌତମ ଚୌଧୁରୀଙ୍କ ଗାଡ଼ି । ଘଟଣାସ୍ଥଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ…