Tag: west bengal

ପଶ୍ଚିମବଙ୍ଗ ରେଳ ଦୁର୍ଘଟଣା ପରେ ବାତିଲ୍ ହେଲା ୧୯ଟି ଟ୍ରେନ୍

ଆଜି ସକାଳେ ପଶ୍ଚିମବଙ୍ଗର ରଙ୍ଗପାଣି ଷ୍ଟେସନ ନିକଟରେ ସିଆଲଦା ଅଭିମୁଖେ ଯାଉଥିବା କଞ୍ଚନଜଙ୍ଗା ଏକ୍ସପ୍ରେସ ସହ ଏକ ମାଲବାହୀ ଟ୍ରେନ୍‌ ମୁହାଁମୁହିଁ ଧକ୍କା ହେବାଫଳରେ ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୬୦ଜଣ ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ୧୯…

ବେଙ୍ଗଲ ରେଳ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୧୫ ଛୁଇଁଲା; ୬୦ ଆହତ

ସୋମବାର ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୫ ଛୁଇଁଥିବା ବେଳେ ୬୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। ତେବେ ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨ ଲକ୍ଷ କ୍ଷତିପୂରଣ ଓ…

ପଶ୍ଚିମବଙ୍ଗ ରେଳ ଦୁର୍ଘଟଣା: ଜାରି ହେଲା ଏମରଜେନ୍ସି ହେଲ୍ପଲାଇନ ନମ୍ବର

ଆଜି ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲ୍‌ବାହୀ ଟ୍ରେନ୍‌ ପଛରୁ ଧକ୍କା ଦେବା ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର କିଛି ବଗି ଲାଇନ୍‌ଚ୍ୟୁତ ହୋଇଯାଇଛି । ଏପର୍ଯ୍ୟନ୍ତ ଦୁର୍ଘଟଣାରେ ୫ ଜଣ ଯାତ୍ରୀଙ୍କ…

ଦାର୍ଜିଲିଂରେ ଟ୍ରେନ୍‌ ଦୁର୍ଘଟଣା: ୫ମୃତ, ଅନେକ ଆହତ

ଆଜି ପଶ୍ଚିମବଙ୍ଗରେ ଏକ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା ଘଟିଛି। ପଶ୍ଚିମବଙ୍ଗର ଦାର୍ଜିଲିଂରେ ଘଟିଛି ଟ୍ରେନ୍‌ ଦୁର୍ଘଟଣା। ନିଉଜଲପାଇଗୁଡି ଷ୍ଟେସନ ନିକଟ ରଙ୍ଗପାଣି ଠାରେ କାଞ୍ଚନଜଙ୍ଗା ଏକ୍ସପ୍ରେସ ଟ୍ରେନକୁ ପଛ ପଟରୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍‌। ଫଳରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌ର…

୫ଲକ୍ଷ ଓବିସି ପ୍ରମାଣପତ୍ରକୁ ବାତିଲ କଲେ କୋଲକାତା ହାଇକୋର୍ଟ

ଆଜି କୋଲକାତା ହାଇକୋର୍ଟ ପଶ୍ଚିମବଙ୍ଗର ମମତା ସରକାରଙ୍କୁ ଏକ ବଡ ଝଟକା ଦେଇଛନ୍ତି। ୨୦୧୧ ମସିହାରୁ ଜାରି କରାଯାଇଥିବା ପ୍ରାୟ ୫ ଲକ୍ଷ ଓବିସି ପ୍ରମାଣପତ୍ରକୁ ବାତିଲ କରିବାକୁ ହାଇକୋର୍ଟ ନିଷ୍ପତ୍ତି ନେଇଛନ୍ତି । ବର୍ତ୍ତମାନ ଚାକିରି ଆବେଦନଗୁଡ଼ିକରେ ମଧ୍ୟ ଓବିସି…

କାହିଁକି ଏହା କହିଲେ ମୋଦୀ : ‘ମୋର ପରବର୍ତ୍ତୀ ଜନ୍ମ ବୋଧହୁଏ ପଶ୍ଚିମବଙ୍ଗରେ ହେବ’

ଏଜେନ୍ସୀ : ପଶ୍ଚିମବଙ୍ଗ, ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗର ମାଲଦାରେ ଏକ ବଡ଼ ରାଲିକୁ ସମ୍ବୋଧିତ କରିଥିଲେ । ଏହି ଅବସରରେ ସେ କହିଥିଲେ ଯେ ମୋତେ ଲାଗୁଛି ମୋର ପୂର୍ବ ଜନ୍ମ ପଶ୍ଚିମବଙ୍ଗରେ ହୋଇଥିଲା କିମ୍ବା ପରବର୍ତ୍ତୀ ଜନ୍ମ…