Tag: Winter

Cold Wave Returns Odisha: ପୁଣି ରାଜ୍ୟରେ ହାଡ଼ଭଙ୍ଗା ଶୀତ; ଝାରସୁଗୁଡ଼ାରେ ୬ ଡ଼ିଗ୍ରୀ ଛୁଇଁଲା ପାରଦ

ରାଜ୍ୟରେ ପୁଣି ଫେରିଲା ଶୀତ । ଆଜି ସକାଳ ୫ଟା ୩୦ ରେ ଝାରସୁଗୁଡ଼ା ସହରରେ ତାପମାତ୍ରା ୬.୮ ଡିଗ୍ରୀ ରେକର୍ଡ କରାଯାଇଛି । ଝାରସୁଗୁଡ଼ାର କେତେକ ଜାଗାରେ ତୁଷାରପାତ ଦେଖାଦେଇଛି । ସେଇଭଳି କେନ୍ଦୁଝରରେ ୯.୪ ଡିଗ୍ରି ଏବଂ ଚାନ୍ଦବାଲିରେ…

Odisha Cold Wave: ଆହୁରି ୩ରୁ ୪ ଦିନ ରାଜ୍ୟରେ ବଢ଼ିବ ଶୀତ: ମନୋରମା ମହାନ୍ତି

ଜାଡ଼ରେ ଥରୁଛି ଓଡିଶା । ଆହୁରି ୩ରୁ ୪ ଦିନ ରାଜ୍ୟରେ ବଢ଼ିବ ଶୀତ । ତାପମାତ୍ରା ୧ରୁ ଦେଢ଼ ଡିଗ୍ରୀ ପର୍ଯ୍ୟନ୍ତ କମିବା ସମ୍ଭାବନା ରହିଛି । ଏ ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା…

Delhi Fog: ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ଆଜି ପୁଣି ୧୦୦ରୁ ଅଧିକ ବିମାନ ବାତିଲ

ଦେଶର ରାଜଧାନୀ ଦିଲ୍ଲୀରେ ଘନ କୁହୁଡ଼ି ପାଇଁ ଆଜି ପୁଣି ୧୦୦ରୁ ଅଧିକ ବିମାନ ବାତିଲ ହୋଇଛି । ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତୀୟ (ଆଇଜିଆଇ) ବିମାନବନ୍ଦରରେ ବିମାନ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି । ଶନିବାର ଦିନ ସକାଳେ…

Cold Wave Grips Odisha: ସାରା ରାଜ୍ୟରେ ଶୀତ ଲହରୀ; ଏକାଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ସାରା ରାଜ୍ୟରେ ଭୟଙ୍କର ଶୀତ, ହାଡ଼ଭଙ୍ଗା ଜାଡ଼ରେ ଥରୁଛି ସାରା ଓଡ଼ିଶା । ୧୦ ଡିଗ୍ରୀ ତଳେ ଆଭ୍ୟନ୍ତରୀଣ ଓଡ଼ିଶାର ତାପମାତ୍ରା । ଶୀତ ଲହରି ଜାରି ରହିବା ଆଶଙ୍କାରେ ଏକାଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜାରି…

Cold wave: ଥରୁଛି ସାରା ଓଡ଼ିଶା; ପୁଣି ୩ଡିଗ୍ରୀ ଛୁଇଁଲା ପାରଦ

ଥରୁଛି ସାରା ଓଡ଼ିଶା । ରାଜ୍ୟରେ ଧୀରେ ଧୀରେ ବଢ଼ିବାରେ ଲାଗିଛି ଶୀତର ପରିମାଣ। ଯାହା ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛନ୍ତି। କନ୍ଧମାଳ ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩.୧ଡିଗ୍ରୀ ରେକର୍ଡ କରାଯାଇଛି । ତେବେ ଚଳିତ ବର୍ଷ ପ୍ରଥମ ଥର…

Cold wave: ୧୦ ଡିଗ୍ରୀ ତଳେ ରାଜ୍ୟର ୧୨ଟି ସହର

ତଳମୁହାଁ ହେଉଛି ପାରଦ। ଅସହ୍ୟ ଶୀତରେ ଥରୁଛି ସାରା ଓଡିଶା। ଆଭ୍ୟନ୍ତରୀଣରୁ ନେଇ ଉପକୂଳ, ପଶ୍ଚିମରୁ ନେଇ ଦକ୍ଷିଣ ଓଡ଼ିଶା ସବୁଠି ଶୀତର ଲହରୀ ଦେଖିବାକୁ ମିଳୁଛି । ୧୦ ଡିଗ୍ରୀ ତଳେ ରାଜ୍ୟର ୧୨ ସହରର ସର୍ବନିମ୍ନ ରାତ୍ରି ତାପମାତ୍ରା…

Odisha Cold Wave: ରାଜ୍ୟରେ ବଢ଼ୁଛି ଶୀତ; ୧୦ ଡିଗ୍ରୀ ତଳେ ରାଜ୍ୟର ୧୦ ସହର

ରାଜ୍ୟରେ ବଢ଼ୁଛି ଶୀତ। ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଯାଏ ସବୁଠି ଥଣ୍ଡା । ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ ଅନୁଭୂତ ହେବ । ୧୦ ଡିଗ୍ରୀ ତଳେ ରାଜ୍ୟର ୧୦ ସହର । ସେହିପରି ୧୫ ଡିଗ୍ରୀ…