Tag: Winter Session

Winter Session: ସଂସଦର ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ; ସଂସଦ ଡ୍ରାମା ନାରାବାଜୀର ସ୍ଥାନ ନୁହେଁ- ମୋଦି

ସଂସଦର ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ। ପରାଜୟର ନିରାଶାରୁ ବିରୋଧୀଙ୍କୁ ବାହାରିବାକୁ ଅପିଲ୍ କଲେ ମୋଦି। ବିରୋଧୀ ଦଳକୁ ଟାର୍ଗେଟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି କିଛି ବିରୋଧୀ ଦଳ ସେମାନଙ୍କ ପରାଜୟକୁ ହଜମ କରିପାରୁନାହାନ୍ତି ।…

Winter Session of Odisha Assembly: ପୃଥ୍ୱୀରାଜଙ୍କୁ ପଦ୍ମଲୋଚନ ପଣ୍ଡାଙ୍କ କଟାକ୍ଷ

ବାଲେଶ୍ୱର ଜିଲ୍ଲା ଖଇରା ରାଣୀତାଲ ରାସ୍ତା ନିର୍ମାଣକୁ ନେଇ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ବିଜେପି ବିଧାୟକ ପଦ୍ମଲୋଚନ ପଣ୍ଡା ହସି ହସି କଟାକ୍ଷ କରିଛନ୍ତି । ଆଜି ବିଧାନସଭାରେ ଶୀତ ଅଧିବେଶନର ତୃତୀୟ ଦିବସରେ ପୂର୍ତ୍ତ ମନ୍ତ୍ରୀଙ୍କୁ ପଦ୍ମଲୋଚନ ପଣ୍ଡା…

Assembly Winter Session: ଶୀତକାଳୀନ ଅଧିବେଶନ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ

ଆସନ୍ତାକାଲିଠୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ। ଏହା ପୂର୍ବରୁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଲା ସର୍ବଦଳୀୟ ବୈଠକ । ଏହି ବୈଠକରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ସଂସଦୀୟ ବ୍ୟାପାର ମନ୍ତ୍ରୀଙ୍କ ସମେତ ଆଇନ ମନ୍ତ୍ରୀ, ସରକାରୀ ଦଳ ମୁଖ୍ୟ ସଚେତକ ଉପସ୍ଥିତ ରହିଛନ୍ତି…

Winter Session of Odisha Assembly: ୨୭ରେ ବିଧାନସଭାକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି

ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୨୭ ତାରିଖରୁ ଆରମ୍ଭ ହେବ । ପ୍ରଥମଥର ପାଇଁ ବିଧାନସଭା ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତକୁ ନେଇ ମୁଖ୍ୟ ଶାସନ ସଚିବ ମନୋଜ…