Tag: Woman

ନିଖୋଜ ଗର୍ଭବତୀ ମହିଳାଙ୍କ ମୃତଦେହ ଉଦ୍ଧାର, ଝିଅର ପତ୍ତା ମିଳିନି

କୋରାପୁଟ ଜିଲ୍ଲା ନାରାୟଣପାଟଣା ବ୍ଳକର ତାଲଗୁମାଣ୍ଡି ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଶୁକ୍ରବାର ସନ୍ଧ୍ୟାରେ ଶୌଚ ହେବାକୁ ୫ ବର୍ଷର ଝିଅ ସହ ମା’ ଝଞ୍ଜାବତୀ ନଦୀ କୂଳକୁ ଯାଇଥିଲେ। ହେଲେ ସେମାନେ ଘରକୁ ନଫେରିବାରୁ ବହୁ ଖୋଜାଖୋଜି…