Tag: Women Empowerment

ସୁଭଦ୍ରା ୨ୟ କିସ୍ତିରେ ବାଦ୍‌ ପଡ଼ିଛନ୍ତି ୧,୮୩,୭୮୫ ମହିଳା: ଉପମୁଖ୍ୟମନ୍ତ୍ରୀ

ସୁଭଦ୍ରା ଯୋଜନା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବଡ ବୟାନ । ସୁଭଦ୍ରା ଦ୍ଵିତୀୟ କିସ୍ତିରେ ୧, ୮୩, ୭୮୫ ମହିଳା ବାଦ୍‌ ପଡ଼ିଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ବିଧାନସଭାରେ ଏକ ଲିଖିତ ଉତ୍ତରରେ ସୂଚନା ଦେଇଛନ୍ତି ।…

ଓଡିଶାରେ ୧୦ ଲକ୍ଷ ମହିଳା ହେଲେ ଲକ୍ଷପତି ଦିଦି

ଲକ୍ଷପତି ଦିଦି ଯୋଜନାର ସଫଳତା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା । ରାଜ୍ୟରେ ୧୦ ଲକ୍ଷ ମହିଳା ଉଦ୍ୟୋଗୀ, ଲକ୍ଷପତି ଭାବେ ସ୍ଥାନ ସୁନିଶ୍ଚିତ କରିଛନ୍ତି । ଓଡ଼ିଶାରେ ବିଜେପି ସରକାର ଆସିବା ପୂର୍ବରୁ ୨ ଲକ୍ଷ ଲକ୍ଷପତି ଦିଦି…

ଆସନ୍ତା କାଲି ସବୁ ଜିଲ୍ଲାରେ ଆୟୋଜିତ ହେବ ଲକ୍ଷପତି ଦିଦି କର୍ମଶାଳା

ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ନିର୍ଦ୍ଦେଶ କ୍ରମେ ଆସନ୍ତାକାଲି ରାଜ୍ୟର ସବୁ ଜିଲ୍ଲାରେ ଆରମ୍ଭ ହେଉଛି ଲକ୍ଷପତି ଦିଦି କର୍ମଶାଳା । କେନ୍ଦ୍ର ସରକାରଙ୍କ ସହଭାଗିତାରେ ଓଡିଶା ଜୀବିକା ମିଶନ ମାଧ୍ୟମରେ ରାଜ୍ୟ ସରକାର ଏହି “ଲକ୍ଷପତି ଦିଦି” ଯୋଜନା କାର୍ଯ୍ୟକାରୀ…

ସୁଭଦ୍ରା ଯୋଜନା ଏବେ ‘ସୁଭଦ୍ରା ବିପ୍ଳବ’ ରେ ପରିଣତ ହୋଇଛି: ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ସହରର ଆମ୍ବପୁଆ ଠାରେ ରାଜ୍ୟର ୧ କୋଟି ୬୪ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ପ୍ରଦାନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ୫୧ତମ ଅନ୍ତର୍ଜାତୀୟ…

ସୁଭଦ୍ରା ଯୋଜନାରେ ଆବେଦନ କରିଛନ୍ତି ୧୫୭ ଜଣ ପୁରୁଷ

ସୁଭଦ୍ରା ଯୋଜନାରେ ଆସିଲା ସାଙ୍ଘାତିକ ତଥ୍ୟ । ସର୍ଟିଂ ବେଳେ ମିଳିଥିବା ତଥ୍ୟ ଅନୁଯାୟୀ, ମହିଳାଙ୍କ ପାଇଁ ହୋଇଥିବା ଏହି ଯୋଜନାରେ ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି । ଆଧାର କାର୍ଡର ବ୍ୟାଙ୍କ ଲିଂକେଜ ଡାଟା ଆସିବା ପରେ ଏହା…

ସୁଭଦ୍ରା’ରେ ୮୦୦୦ ପୁଣି ସାମିଲ; ପୋର୍ଟାଲରୁ ନାମ ବାଦ ହୋଇଯାଇଥିଲେ କରିହେବ ପୁନଃ ସାମିଲ

ସୁଭଦ୍ରା ପୋର୍ଟାଲରୁ ଭୁଲରେ ନାମ ବାଦ ହୋଇଯାଇଥିଲେ ହିତାଧିକାରୀ ପୁନଃ ସାମିଲ ହୋଇପାରିବେ । ପୋର୍ଟାଲରେ ନାମ ଯୋଡ଼ିବା (OPT IN) ସୁବିଧା ଉପଲବ୍ଧ କରାଯାଇଛି । ଏହା ଦ୍ୱାରା ଯେଉଁମାନେ ଭୁଲରେ ନାମ ବାଦ (OPT OUT) ହୋଇଯାଇଥିଲେ ସେମାନେ…

ଜାନୁୟାରୀ ୧୫ ପରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ମିଳିବା ନେଇ ଉପ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ଆସନ୍ତା ଜାନୁଆରୀ ମାସ ୧୫ ତାରିଖ ପରେ ହିତାଧିକାରୀଙ୍କୁ ‘ସୁଭଦ୍ରା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଏକ କୋଟି ହିତାଧିକାରୁଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଏ ନେଇ ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ମହିଳାଙ୍କ ପାଇଁ ଲୋକାର୍ପିତ ହେଲା ଶକ୍ତି ଆପ୍

ଆଜି ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ଓ ୟୁନାଇଟେଡ ନ୍ୟାସନାଲ ପପୁଲେସନ ଫଣ୍ଡ (ୟୁଏନେଫପିଏ)ର ସହଭାଗିତାରେ ଆଜି ଭୁବନେଶ୍ୱରରେ ଏକ ଉଚ୍ଚସ୍ତରୀୟ କାର୍ଯ୍ୟକ୍ରମ ସହ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଉଦଯାପନୀ କାର୍ଯ୍ୟକ୍ରମ ଅନୁଷ୍ଠିତ…