Tag: Women Violence

ନାରୀ ନିର୍ଯାତନାକୁ ବିରୋଧ କରି ୨୭ରେ ରାଜ୍ୟ କଂଗ୍ରେସ ପକ୍ଷରୁ ବିଧାନସଭା ଘେରାଉ

ମହିଳାଙ୍କ ସୁରକ୍ଷା ନେଇ ଅଣ୍ଟା ଭିଡ଼ିଲା କଂଗ୍ରେସ । ରାଜ୍ୟରେ ନାରୀ ହିଂସା ଓ ନାରୀ ନିର୍ଯାତନା ବୃଦ୍ଧି ପାଉଥିବା ଅଭିଯୋଗ କରି, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଦାସଙ୍କ ଡାକରାରେ ଆସନ୍ତା ୨୭ ତାରିଖରେ ବିଧାନସଭା ଘେରାଉ…