ଖେଳ ତାଜା ଖବର Women’s Asia Cup: ମହିଳା ଏସିଆ କପ୍ କ୍ରିକେଟ: ଶ୍ରୀଲଙ୍କାକୁ ହରାଇ ଭାରତ ଅଷ୍ଟମ ଥର ପାଇଁ ଚାମ୍ପିଅନ୍ September 13, 2026 Papirani ମହିଳା ଏସିଆ କପ୍ କ୍ରିକେଟ୍ ଫାଇନାଲ୍ ମୁକାବିଲାରେ ଭାରତୀୟ ମହିଳା ଦଳ ଚମତ୍କାର ପ୍ରଦର୍ଶନ କରି ଚାମ୍ପିଅନ୍ ଆଖ୍ୟା ହାସଲ କରିଛି । ଏହି ଗୁରୁତ୍ୱପୂର୍ଣ୍ଣ ଫାଇନାଲ ମ୍ୟାଚରେ ଭାରତୀୟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଅଷ୍ଟମ ଥର…