ତାଜା ଖବର ରାଜ୍ୟ Women’s Commission Seeks Report: ନୟାପଲ୍ଲୀ ଦୁଷ୍କର୍ମ ଘଟଣା: ଯୁବତୀଙ୍କୁ ରିପୋର୍ଟ ତଲବ କଲା ମହିଳା କମିଶନ October 2, 2026 Nirvay ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଅଞ୍ଚଳରେ ଜଣେ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାକୁ ନେଇ ରିପୋର୍ଟ ତଲବ କରିଛନ୍ତି ମହିଳା କମିଶନ । ଘଟଣା ସମ୍ପର୍କରେ ୧୫ ଦିନ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ ଭୁବନେଶ୍ୱର ଡିସିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମହିଳା କମିଶନ ସଦସ୍ୟା…