Tag: World Skill Center

Odisha Cabinet Decision: ୩ ସହରରେ ହେବ ବିଶ୍ୱ ଦକ୍ଷତା କ୍ୟାମ୍ପସ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୮ଟି ବିଭାଗର ୧୧ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି । ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।…