ତାଜା ଖବର ରାଜ୍ୟ Yoga Mahotsav Samiti: ଉତ୍କଳ ବିଶ୍ୱବିଦ୍ୟାଳୟରେ ଯୋଗ ମହୋତ୍ସବ ସମିତିର ବାର୍ଷିକ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ November 14, 2026 Nirvay ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ‘ଯୋଗ ମହୋତ୍ସବ ସମିତି, ଓଡ଼ିଶା’ର ବାର୍ଷିକ ଉତ୍ସବ ଅତ୍ୟନ୍ତ ଉତ୍ସାହ ଓ ଉଦ୍ଦୀପନା ସହକାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପ୍ରତ୍ୟେକ ଜିଲ୍ଲା, ବ୍ଲକ…