Tag: Yogi adityanath

ପ୍ରୟାଗ ରାଜ ମହାକୁମ୍ଭକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ନିମନ୍ତ୍ରଣ

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଆସନ୍ତା ବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ହେଉଥିବା ମହା କୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ ଦେଇଛନ୍ତି। ଆଜି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଉତ୍ତର ପ୍ରଦେଶର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଅନୀଲ…

ଯୋଗୀ ଆଦିତ୍ୟନାଥଙ୍କୁ ହତ୍ୟା ଧମକ; ୧୦ ଦିନ ମଧ୍ୟରେ ଇସ୍ତଫା ନଦେଲେ ବାବା ସିଦ୍ଦିକିଙ୍କ ଭଳି ହତ୍ୟା କରାଯିବ

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ମିଳିଲା ହତ୍ୟା ଧମକ। ମୁମ୍ବାଇ ପୁଲିସ ଟ୍ରାଫିକ କଣ୍ଟ୍ରୋଲ ସେଲକୁ ଶନିବାର ସନ୍ଧ୍ୟାରେ ଏକ ଅଜଣା ନମ୍ବରରୁ ହତ୍ୟା ଧମକପୂର୍ଣ୍ଣ ମେସେଜ କରାଯାଇଥିବା ଜଣାପଡିଛି। ଯଦି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୧୦ ଦିନ ମଧ୍ୟରେ…

ପ୍ରଶ୍ନପତ୍ର ଲିକ୍ କଲେ ଆଜୀବନ ଜେଲ୍ ଓ ୧ କୋଟି ଜୋରିମାନା: ଯୋଗୀ ସରକାର

ନିଟ୍ ଓ ୟୁଜିସି ନେଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମଧ୍ୟରେ ଉତ୍ତରପ୍ରଦେଶର ଯୋଗୀ ସରକାର ପେପର ଲିକ୍ ଓ କପି ମାଫିଆଙ୍କୁ ସାବାଡ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ପ୍ରଶ୍ନପତ୍ର ଲିକ୍ ବିରୋଧରେ…

ଓଡ଼ିଶାରେ ଚାଲିଛି ମାଫିଆ ରାଜ: ଯୋଗୀ ଆଦିତ୍ୟନାଥ

ଆଜି ଓଡ଼ିଶା ଗସ୍ତରେ ଆସି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନଥା କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର କୁଳିଆର ଜନସଭାରେ ଯୋଗ ଦେବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି। ଏହି ସମୟରେ ସେ ଓଡ଼ିଶା ସରକାରଙ୍କ ଉପରେ ବର୍ଷିଛନ୍ତି ମଧ୍ୟ। ସେ…

ଓଡ଼ିଶାରେ ନବୀନ ସରକାର ବାବୁମାନଙ୍କ ଘେରାବନ୍ଦୀରେ ରହିଛି :ଯୋଗୀ

ଓଡ଼ିଶାରେ ପହଞ୍ଚି ଚିଲିକାରେ ନିର୍ବାଚନ ପ୍ରଚାର ସଭାରେ ଯୋଗଦେଲେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଚିଲିକା ବାଣପୁର ସଭାରେ ଯୋଗ ଦେଉ ଦେଉ ବିଜେଡି ସରକାରଙ୍କୁ ଟାର୍ଗେଟ କରିଛନ୍ତି ଯୋଗୀ ଆଦିତ୍ୟନାଥ । ସେ କହିଛନ୍ତି ପ୍ରଭୁ ଜଗନ୍ନାଥ ଆମକୁ…

ଆଜି ଓଡିଶା ଆସିବେ ଯୋଗୀ ଆଦିତ୍ୟନାଥ, ଜେପି ନଡ୍ଡା ଓ ହିମନ୍ତ ବିଶ୍ବଶର୍ମା

ବିଜେପି ଫୋକସରେ ଓଡ଼ିଶା। ତୃତୀୟ ପର୍ଯ୍ୟାୟ ନିର୍ବାଚନ ୨୫ ତାରିଖରେ ହେବାକୁ ଥିବା ବେଳେ ରାଜ୍ୟରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ଜଣଙ୍କ ପରେ ଜଣେ ହେଭିୱେଟ କେନ୍ଦ୍ରୀୟ ନେତା। ଭୋଟ ହାତେଇବାକୁ ଝାଳବୁହା କ୍ୟାମ୍ପେନ ଚଳାଇଛି ବିଜେପି ।…

ନିର୍ବାଚନ ପ୍ରଚାର ପାଇଁ ଚିଲିକା ଓ ସାଲେପୁର ଆସିବେ ଯୋଗୀ ଆଦିତ୍ୟନାଥ

ଓଡ଼ିଶାରେ ଚଳିତବର୍ଷ ନିର୍ବାଚନ ପ୍ରଚାର ପାଇଁ ବିଜେପିର ପ୍ରସ୍ତୁତି ଜୋରଦାର ଚାଲିଥିବା ବେଳେ ପ୍ରଚାର ତାଲିକାରେ ସାମିଲ୍ ହୋଇଛନ୍ତି ଆଉ ଜଣେ ହେବିୱେଟ୍ ନେତା ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ପୁରୀ ସଂସଦୀୟ କ୍ଷେତ୍ର ଚିଲିକା ବିଧାନସଭା କ୍ଷେତ୍ର ଓ ସାଲେପୁରରେ…

ମାହାଙ୍ଗା ଆସିବେ ଯୋଗୀ ଆଦିତ୍ୟନାଥ

ନିର୍ବାଚନ ପାଇଁ ଜୋରଦାର ହେଲାଣି ପ୍ରଚାର । ନିଜ ଦଳ ପାଇଁ ପ୍ରଚାର କରିବାକୁ ଆଗେଇଲଣି ହେବିୱେଟ ନେତା। ଚଳିତବର୍ଷ ନିର୍ବାଚନ ପ୍ରଚାର କରିବା ପାଇଁ ଓଡ଼ିଶା ଆସୁଛନ୍ତି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ଓଡ଼ିଶା ଆସି କେନ୍ଦ୍ରାପଡା ଲୋକସଭା…

ନିର୍ବାଚନ ପ୍ରଚାର ପାଇଁ ଓଡ଼ିଶା ଆସିବେ ଯୋଗୀ ଆଦିତ୍ୟ ନାଥ

ରାଜ୍ୟରେ ବିଜେପି ସପକ୍ଷରେ ନିର୍ବାଚନ ପ୍ରଚାର ପାଇଁ ଦଳର ବରିଷ୍ଠ ତଥା ହେଭିୱେଟ୍ ନେତାମାନେ ଏବେ ଓଡ଼ିଶା ମୁହାଁ ହୋଇଥିବା ବେଳେ ସଧାରଣ ନିର୍ବାଚନ ପାଇଁ ସାମିଲ୍ ହୋଇପାରନ୍ତି ବରିଷ୍ଠ ବିଜେପି ନେତା ତଥା ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।…

ଓଡ଼ିଶା ଭୋଟରଙ୍କ ଭିତରେ ପ୍ରବଳ ଯୋଗୀ କ୍ରେଜ୍‌

କୌଣସି ଦଳ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ କରିନାହାନ୍ତି । ଚୂଡ଼ାନ୍ତ ହେଉହେଉ ଆସନ୍ତା ସପ୍ତାହ ହୋଇଯିବ । ଆସନ୍ତା ସପ୍ତାହରେ ଅର୍ଥାତ ଶୁକ୍ରବାର ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟ ମତଦାନ ହୋଇଯିବ । ଏବେଠୁ କିନ୍ତୁ ଓଡ଼ିଶାରେ ଆଲୋଚନା ହେଲାଣି ଯେ,…