ତାଜା ଖବର ରାଜ୍ୟ Youth Missing After Assault: ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ପରେ ଅପହରଣ ଘଟଣା; ଏସ୍ପି ଓ ସାଇଣ୍ଟିଫିକ୍ ଟିମ୍ର ତଦନ୍ତ June 2, 2026 Papirani କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ମହାଦେଇପାଟଣା ଗାଁର ଯୁବକକୁ ମରଣାନ୍ତକ ଆକ୍ରମଣ ପରେ ଅପହରଣ ଅଭିଯୋଗ ପରେ ଆଜି ଗାଁରେ ପହଞ୍ଚି ଏସ୍ପି ଓ ସାଇଣ୍ଟିଫିକ୍ ଟିମ୍ ତଦନ୍ତ ଆରମ୍ଭ କରିଛନ୍ତି । ଅପହରଣର ୫ ଦିନ ପରେ ମଧ୍ୟ ଯୁବକଙ୍କ…