Tag: Zelenskyy

ୟୁକ୍ରେନ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

ଋଷ-ୟୁକ୍ରେନ ଯୁଦ୍ଧ ଭିତରେ ଆଜି ୟୁକ୍ରେନର ରାଜଧାନୀ କିଭିରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସ୍ବତନ୍ତ୍ର ଟ୍ରେନ ଯୋଗେ ପୋଲାଣ୍ଡରୁ ୟୁକ୍ରେନ ପହଞ୍ଚିଛନ୍ତି ମୋଦୀ। ପହଞ୍ଚିବା ପରେ ୟୁକ୍ରେନ୍ ରାଷ୍ଟ୍ରପତି ଜେଲେନ୍‌ସ୍କିଙ୍କୁ ଭେଟିଛନ୍ତି ଭରତର ପ୍ରଧାନମନ୍ତ୍ରୀ ମୋଦୀ । କିଭ୍‌ରେ…