ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ଟାସ୍କ ଫୋର୍ସର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି।

ଏହି ଟାସ୍କ ଫୋର୍ସରେ ୮ ଜଣ ସଦସ୍ୟ ଅଛନ୍ତି। ସେମାନେ ହେଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ସରକାରୀ ଦଳ ଉପ ମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, କେନ୍ଦୁଝର ସାଂସଦ ଅନନ୍ତ ନାୟକ, କରଞ୍ଜିଆ ବିଧାୟକ ପଦ୍ମଚରଣ ହାଇବୁରୁ, ଚମ୍ପୁଆ ବିଧାୟକ ସନାତନ ମହାକୁଡ଼, ତେଲକୋଇ ବିଧାୟକ ଫକୀର ମୋହନ ନାୟକ ଓ ବାସୁଦେବପୁର ବିଧାୟକ ଅଶୋକ କୁମାର ଦାସ ।

Leave a Reply

Your email address will not be published. Required fields are marked *