ଦିଲ୍ଲୀ ବିମାନ ବନ୍ଦରରେ ଟିମ୍ ଇଣ୍ଡିଆକୁ ଭବ୍ୟ ସ୍ବାଗତ ପରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପହଞ୍ଚି ସାକ୍ଷାତ କରିଛନ୍ତି ଭାରତୀୟ ଦଳ । ପ୍ରଧାନମନ୍ତ୍ରୀ ଖେଳାଳିମାନଙ୍କ ସହିତ ବାର୍ତ୍ତାଳାପ କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ପରେ ଖେଳାଳୀ ମାନେ ମୁମ୍ବାଇ ଅଭିମୁଖେ ଉଡାଣ ଭରିବେ ।

Leave a Reply

Your email address will not be published. Required fields are marked *