ବଢୁଛି ସୂର୍ଯ୍ୟଙ୍କ ଉତ୍ତାପ, ଅସ୍ତବ୍ୟସ୍ତ ହେଉଛି ଜନଜୀବନ । ତାତିରୁ ମିଳୁନି ନିସ୍ତାର । ଆଜି ବୌଦ୍ଧ ୪୦.୫ ଡ଼ିଗ୍ରୀ ତାପମାତ୍ରା ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଥିଲା ପାଣିପାଗ ବିଭାଗ ରିପୋର୍ଟ ଅନୁଯାୟୀ ଆଜି ରାଜ୍ୟର ୧୨ଟି ସହରରେ ତାପମାତ୍ରା ୩୮ ଡିଗ୍ରୀ ଉପରେ ରହିଥିଲା । ବଲାଙ୍ଗିର ୩୯.୯ ଡିଗ୍ରୀ, ଟିଟିଲାଗଡ଼ ୩୯.୫, ଝାରସୁଗୁଡ଼ା ୩୯.୪ ସୁନ୍ଦରଗଡ଼ ୩୯.୪, ସମ୍ବଲପୁର ୩୯.୩, ବାରିପଦା ୩୯, ସୋନପୁର ୩୮.୯, ଭଦ୍ରକ ୩୮.୮, ହୀରାକୁଦ ୩୮.୭, ରାଉରକେଲା ଓ ଭବାନୀପାଟଣା ତାପମାତ୍ରା ୩୮.୪ ଡିଗ୍ରୀ ଥିବା ବେଳେ କଟକ ୩୭ ଓ ଭୁବନେଶ୍ୱର ତାପମାତ୍ରା ୩୬.୬ ଡିଗ୍ରୀ ରେକର୍ଡ କରାଯାଇଛି । Post navigation ଓଡ଼ିଶାରେ ଅଣ୍ଡା ଓ ମଧୁର ମାଛର ଅଭାବ ରହିଛି କହିଲେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଏପ୍ରିଲ ପହିଲାରେ ଶୁଭାରମ୍ଭ ହେବ ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନା