ସଂସଦର ବଜେଟ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ । ୨୨ ତାରିଖ ଅର୍ଥାତ ଆସନ୍ତାକାଲି ଅଧିବେଶନ ଆରମ୍ଭ ହେବ। ତେଣୁ ନବୀନ ନିବାସ ଯାଇ ସର୍ବଦଳୀୟ ବୈଠକ ପାଇଁ ବିରୋଧୀ ଦଳ ନେତା ଭାବେ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସବୁଦିନ ବିଧାନସଭା ଆସିବାକୁ ମଧ୍ୟ ପ୍ରସ୍ତାବ ଦେଇଛନ୍ତି। ବିରୋଧୀଦଳ ନେତା ଭାବେ ଗଠନମୂଳକ ପ୍ରସ୍ତାବ ଦେଲେ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । Post navigation ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି: ମୁଖ୍ୟମନ୍ତ୍ରୀ ଆରମ୍ଭ ହେଲା ସର୍ବଦଳୀୟ ବୈଠକ