ରାଜ୍ୟରେ ଜାରି ରହିଛି କାଳବୈଶାଖୀ ପ୍ରଭାବ। ୧୦ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀର ପ୍ରଭାବ ଜାରି ରହିବ ବୋଲି ଆକଳନ । ଛତିଶଗଡ଼ରୁ ମଣିପୁର ପର୍ଯ୍ୟନ୍ତ ଏକ ଟ୍ରଫ୍‌ଲାଇନ୍‌ ଆଭ୍ୟନ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଦେଇ ଗତି କରୁଛି। ଏହାର ପ୍ରଭାବରେ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ବଳବତ୍ତର ରହିଛି।

୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ସହ ପାଣିପାଗ ବିଭାଗ ପକ୍ଷରୁ ସବୁ ଜିଲ୍ଲାକୁ ଝଡ଼ ବର୍ଷା ଆଲର୍ଟ କରାଯାଇଛି।

Leave a Reply

Your email address will not be published. Required fields are marked *