୨୦୨୦ ବିଶ୍ବବିଦ୍ୟାଳୟ ସଂଶୋଧନ ଆଇନ ପୁଣି ସଂଶୋଧନ ହେବ। ଗୃହରେ ଗଣେଶ୍ବର ବେହେରାଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉତ୍ତର ରଖିଛନ୍ତି। ପୁରୁଣା ଢାଞ୍ଚାକୁ ଫେରିବୁ, ସିନେଟ ବ୍ୟବସ୍ଥା ରହିବ। ବିଶ୍ବବିଦ୍ୟାଳୟ ସ୍ବତନ୍ତ୍ରତା ବଜାୟ ରହିବ ବୋଲି ଶ୍ରୀ ସୂରଜ କହିଛନ୍ତି। ନିଯୁକ୍ତି କ୍ଷମତା ବିଶ୍ବବିଦ୍ୟାଳୟଗୁଡ଼ିକୁ ଦିଆଯିବ। ସେ ନେଇ ବିଚାର ଚାଲିଛି ବୋଲି କହିଛନ୍ତି । Post navigation ସୌନ୍ଦର୍ଯ୍ୟକରଣ କାମ ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅନୁଧ୍ୟାନ ପରିତ୍ୟକ୍ତ ଘରୁ ନାବାଳିକାର ମୃତଦେହ ଉଦ୍ଧାର; ସମ୍ପର୍କୀୟ ମାମୁଁ ଅଟକ