ତେଜୁଛି ରେଭେନ୍ସା ରାଜନୀତି। ଏହି ପ୍ରସଙ୍ଗରେ ପୂର୍ବତନ ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରତିକ୍ରିୟା ରଖି ନାଁ ବଡ଼ ନୁହେଁ କାମ ବଡ଼ ବୋଲି କହିଲେ। ଏହା ତାଙ୍କର ବ୍ୟକ୍ତିଗତ ମତ ବୋଲି କହିଛନ୍ତି। ନାଁ ପରିବର୍ତ୍ତନ କଲେ ଚରିତ୍ର ବଦଳେନି କି ଶିକ୍ଷାର ମାନ ବି ବଢ଼ିବନି। ମାନ ବୃଦ୍ଧି ପାଇଁ ଶିକ୍ଷାମନ୍ତ୍ରୀ ପରାମର୍ଶ ଦେଲେ ଭଲ ହେବ। ପ୍ରସ୍ତାବ ଆଦୌ ଗ୍ରହଣୀୟ ନୁହେଁ, କିନ୍ତୁ ବିତର୍କ ହେଉ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି।

Leave a Reply

Your email address will not be published. Required fields are marked *