ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜିଠୁ ଦୁଇ ଦିନିଆ ଗୁରୁତ୍ୱପୂର୍ଣ୍ଣ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ମଧ୍ୟାହ୍ନ ୧୨:୩୦ରେ ସେ ଦିଲ୍ଲୀ ଅଭିମୁଖେ ବାହାରିଥିବା ବେଳେ ଆସନ୍ତାକାଲି ସନ୍ଧ୍ୟାରେ ଭୁବନେଶ୍ୱର ଫେରିବେ।ସରକାରୀ କାର୍ଯ୍ୟରେ ମୁଖ୍ୟମନ୍ତ୍ରୀ ଦୁଇ ଦିନ ପାଇଁ ଦିଲ୍ଲୀ ଯାଉଥିବାର ଜଣାପଡ଼ିଛି। Post navigation Oil Tanker Safely Reaches Paradip: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ହର୍ମୁଜ ପାର କରି ପାରାଦୀପରେ ପହଞ୍ଚିଲା ତୈଳବାହୀ ଜାହାଜ Chandrika Death Case: ଚନ୍ଦ୍ରିକା ମୃତ୍ୟୁ ମାମଲା: ଅଭିଯୁକ୍ତ ଭୀମସେନ ଟୁଡୁଙ୍କ ଜାମିନ ଆବେଦନ ଖାରଜ