ଅଷ୍ଟାଦଶ ଲୋକସଭାର ସ୍ୱତନ୍ତ୍ର ଅଧିବେସନରେ ପ୍ରଥମେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପରେ ଶପଥ ନେଉଛନ୍ତି ଅନ୍ୟ ନବନିର୍ବାଚିତ ସାଂସଦ ।

ଓଡିଶାରୁ ସମ୍ବଲପୁରରୁ ସାଂସଦ ନିର୍ବାଚିତ ହୋଇ ଯାଇଥିବା ଧର୍ମେନ୍ଦ୍ର ପ୍ରଧାନ ଓଡିଆରେ ଶପଥ ଗ୍ରହଣ କରିଛନ୍ତି । ଶପଥ ଗ୍ରହଣ କରାଇଲେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ । ସେହିପରି ସୁନ୍ଦରଗଡ଼ରୁ ପୁନର୍ବାର ଏମ୍‌ପି ହୋଇଥିବା ତଥା ବର୍ତ୍ତମାନର କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ୍‌ ଓରାମ୍‌ ମଧ୍ୟ ଏମ୍‌ପି ଭାବେ ଶପଥ ଗ୍ରହଣ କରିଛନ୍ତି ।

Leave a Reply

Your email address will not be published. Required fields are marked *