ରାଜ୍ୟରେ ସ୍ନାତକ (ଯୁକ୍ତ ତିନି) ପାଠ୍ୟକ୍ରମରେ ନାମଲେଖା ପାଇଁ ଆଜିଠୁ ଅନ୍‌ଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜିଠାରୁ ଜୁନ୍ ୧୦ ତାରିଖ ରାତି ୧୧ଟା ୪୫ ମିନିଟ୍ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ସାମ୍‌ସ (SAMS) ପୋର୍ଟାଲ ମାଧ୍ୟମରେ ଆବେଦନ କରିପାରିବେ।

ଯୁକ୍ତ ତିନି ପାଠ୍ୟକ୍ରମ ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ଜୁନ୍ ୧୭ରେ ଓ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ଜୁନ୍ ୨୯ରେ ପ୍ରକାଶିତ ହେବ। ଏବଂ ୱେଟିଂ ଓ ସ୍ପଟ ଆଡମିଶନ୍‌ ଜୁଲାଇ ୮ରୁ ୧୦ ମଧ୍ୟରେ ଆବେଦନ କରିହେବ ଛାତ୍ରଛାତ୍ରୀ ।

Leave a Reply

Your email address will not be published. Required fields are marked *