New Delhi: Prime Minister Narendra Modi with Union Ministers Nitin Gadkari, Rajnath Singh, Amit Shah, Nirmala Sitharaman and others during the first cabinet meeting, at the Prime Minister’s Office, in South Block, New Delhi, May 31, 2019. (PTI Photo)(PTI5_31_2019_000249B)

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ କାଲି ବସିବାକୁ ଯାଉଛି କେନ୍ଦ୍ର କ୍ୟାବିନେଟ ବୈଠକ । ଏହି ବୈଠକ ସକାଳ ୧୦ଟା ୩୦ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ବସିବାକୁ ଯାଉଛି । ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ ଓ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା ସମେତ ଅନେକ ବରିଷ୍ଠ କେନ୍ଦ୍ରମନ୍ତ୍ରୀ ସାମିଲ ହେବାର ହୋଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରାଯିବ ବୋଲି ଜଣାପଡିଛି ।

Leave a Reply

Your email address will not be published. Required fields are marked *