ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମହାପ୍ରଭୁଙ୍କ ‘ବନକଲାଗି’ ନୀତି ପାଇଁ କାଲି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। କାଲି ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଶ୍ରୀଜିଉଙ୍କ ଦର୍ଶନ ପାଇବାରୁ ବଞ୍ଚିତ ହେବେ। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିରର ଗର୍ଭଗୃହକୁ ପ୍ରବେଶ କରି ପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏହି ବିଶେଷ ଓ ଗୁପ୍ତ ନୀତି ଚାଲିଥିବା ସମୟରେ ଆପାତତଃ ୪ ଘଣ୍ଟା ପାଇଁ ଦର୍ଶନ ବନ୍ଦ ରହିବ।

Leave a Reply

Your email address will not be published. Required fields are marked *