କେନ୍ଦୁଝର ଉପଜିଲାପାଳ ତ୍ରିଲୋଚନ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। କେନ୍ଦୁଝର ଉପଜିଲ୍ଲାପାଳ ପଦରୁ ଯୁଗ୍ମ ସଚିବ ପଦକୁ ବଦଳି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି । Post navigation ବାଲେଶ୍ଵର ଗୋଷ୍ଠୀ ଉତ୍ତେଜନା: ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିର୍ଦ୍ଦେଶ ଆଜିଠୁ ବିଧାନସଭାର ୩ ଦିନିଆ ଅଧିବେଶନ ଆରମ୍ଭ