ବିଜେପିରେ ମିଶିଲେ ବିଜେଡ଼ି ନେତା ତଥା ପୂର୍ବତନ ଗୁଣୁପୁର ବିଧାୟକ ତ୍ରିନାଥ ଗମାଙ୍ଗ । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସମର୍ଥକ ମାନଙ୍କ ସହ ପଦ୍ମ ଶିବିରରେ ସାମିଲ ହୋଇଛନ୍ତି । ଏହାସହ ଯାଜପୁର ଅଞ୍ଚଳର ଯୁବ ସମାଜସେବୀ ଦୀପ୍ତି ରଞ୍ଜନ ମହାରଣା ମଧ୍ୟ ବିଜେପିରେ ଯୋଗ ଦେଇଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଉଭୟ ବିଜେପିରେ ଯୋଗ ଦେଇଛନ୍ତି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *