ଭୁଶୁଡ଼ିଲା ଖୋର୍ଦ୍ଧା-ବଲାଙ୍ଗିର ନିର୍ମାଣାଧୀନ ରେଳ ଟନେଲ୍‌ ।ଅଡେଣିଗଡ଼ ନିକଟରେ କୌଣସି କାରଣରୁ ଭୁଶୁଡ଼ିଲା ନିର୍ମାଣାଧୀନ ରେଳ ଟନେଲ୍‌ । ଟନେଲ ଭୁଶୁଡିବା ପରେ ସେଠାରେ ୩୦ ମିଟର ଦୀର୍ଘ ଗର୍ତ୍ତ ସୃଷ୍ଟି ହୋଇଥିବା ସୂଚନା ମିଳିଛି ।

ଅନ୍ୟପଟେ ଏହି ସମୟରେ ଟନେଲ୍‌ ଭିତରେ ଶ୍ରମିକ ଫସିଛନ୍ତି ନା ନାହିଁ ସ୍ପଷ୍ଟ ହୋଇ ନାହିଁ । ତେବେ, ଏହି ଦୁର୍ଘଟଣା ସମ୍ପର୍କରେ ଅଧିକ ତଦନ୍ତ ଚାଲିଛି ଏବଂ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଥିବା ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *