କୋଲକାତା ଆଲିପୁର ଚିଡ଼ିଆଖାନାରୁ ନନ୍ଦନକାନନକୁ ଆସିଲେ ନୂଆ ଅତିଥି। ଦେଢ଼ ବର୍ଷର ପୁରୁଷ ଓ ୧୩ ମାସର ମାଈ ଜିରାଫ ଆସିଛନ୍ତି । ଆଲିପୁର ଚିଡ଼ିଆଖାନାରୁ ଗତ ୩୧ ତାରିଖ ରାତିରେ ଜିରାଫକୁ ନେଇ ବାହାରିଥିବା ସ୍ୱତନ୍ତ୍ର କଣ୍ଟେନର୍ ୨୫ ଘଣ୍ଟାର ଅପରେସନ୍ ପରେ ନନ୍ଦନକାନନରେ ପହଞ୍ଚିଛନ୍ତି।

Leave a Reply

Your email address will not be published. Required fields are marked *