କଳାହାଣ୍ଡି ଜିଲ୍ଲାର ମଦନପୁର ରାମପୁର ଥାନା ଡି.କର୍ଲାଖୁଣ୍ଟା ପଞ୍ଚାୟତର ସରପଞ୍ଚଙ୍କ ସ୍ୱାମୀଙ୍କୁ ହତ୍ୟା ଅଭିଯୋଗ। ସରପଞ୍ଚ ସ୍ନିଗଧା ରଣାଙ୍କ ସ୍ୱାମୀ ତଥା ବିଜେପି ନେତା ଫକୀର ରଣାଙ୍କୁ ଘରୁ ଡାକି ନେଇ ଛୁରି ଭୁସି ହତ୍ୟା ଘଟଣାରେ ପଚରାଉଚରା ପାଇଁ ଦୁଇଜଣ ସନ୍ଦିଗ୍ଧଙ୍କୁ ଅଟକ ରଖାଯାଇଛି। ଏ ନେଇ କଳାହାଣ୍ଡି ଏସପି ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *