ଗୁଣ୍ଡିଚା ଯାତ୍ରା ଦିନ ରଥ ଉପରେ ଚଢ଼ିଥିଲେ ଦୁଇ ଅନଧିକୃତ ବ୍ୟକ୍ତି । ଜଣେ ଉଚ୍ଚପଦସ୍ଥ ସରକାରୀ ଅଧିକାରୀ ଓ ଆଉ ଜଣେ ସମବାୟ ଅଧିକାରୀ ସୂଚନା । ଏହି ଦୁଇ ଅନଧିକୃତ ବ୍ୟକ୍ତି ଚଢ଼ିଥିବା ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା । ସିଂହଦ୍ବାର ଥାନାରେ ଅଭିଯୋଗ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନିର୍ଦ୍ଦେଶ। ଆବଶ୍ୟକ ଅନୁସନ୍ଧାନ କରି କାର୍ଯ୍ୟାନୁଷ୍ଠାନ ନେବାକୁ ଦିଆଯାଇଛି ନିର୍ଦ୍ଦେଶ  ।

Leave a Reply

Your email address will not be published. Required fields are marked *