The Minister of State for Petroleum and Natural Gas (Independent Charge), Shri Dharmendra Pradhan addressing a press conference, in New Delhi on November 09, 2016.

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ସମ୍ବଲପୁର ପର୍ଯ୍ୟଟନକୁ ନୂଆ ରୂପ ଦେବାକୁ ଚିଠି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର । ରିଭରଫ୍ରଣ୍ଟ ଡେଭଲପମେଣ୍ଟ ପ୍ରୋଜେକ୍ଟ ପ୍ରସ୍ତାବ ଉପରେ ଚିଠି । ପ୍ରୋଜେକ୍ଟ ପ୍ରସ୍ତାବ ଉପରେ ବିଚାର କରିବାକୁ ଧର୍ମେନ୍ଦ୍ରଙ୍କ ଚିଠି ।

Leave a Reply

Your email address will not be published. Required fields are marked *