ଆସନ୍ତା ୧୭ରେ ଓଡ଼ିଶା ଆସିବେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ । ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ମନ୍ତ୍ରୀ। ୧୭ରେ କଟକରେ ରେଭେନ୍ସା ବିଶ୍ବବିଦ୍ୟାଳୟର ଇତିହାସ ବିଭାଗ ପୂର୍ବତନ ମୁଖ୍ୟମନ୍ତ୍ରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜନ୍ମଜୟନ୍ତୀ ପାଳନ ହେବ। ରେଭେନ୍ସା କାର୍ଯ୍ୟକ୍ରମ ସରିବା ପରେ ସେଠାରୁ ନୀତିନ ଗଡ଼କରୀ ଭୁବନେଶ୍ବର ଆସି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (ଏନଏଚଏଆଇ)କାର୍ଯ୍ୟାଳୟ ଯାଇ ବିଭିନ୍ନ ଜାତୀୟ ରାଜପଥ ପ୍ରକଳ୍ପର ସମୀକ୍ଷା କରିବେ। ୫ହଜାର କୋଟିର ୧୬ଟି ପ୍ରକଳ୍ପର ଶିଳାନ୍ୟାସ କରିବେ । ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା । Post navigation ଭୁବନେଶ୍ବରରୁ ଅପହୃତ ଶିଶୁ ବାଲେଶ୍ୱରରୁ ଉଦ୍ଧାର ରାଜ୍ୟରେ ସୃଷ୍ଟି ହେଲା ୨୫ଶହ ଗୃହରକ୍ଷୀ ପଦବୀ