ଉତ୍କଳ ବିଶ୍ୱବିଦ୍ୟାଳୟରେ ଖୁବଶୀଘ୍ର ପୁଣି ଚଳଚଞ୍ଚଳ ହେବ ଯୋଗ ବିଭାଗ। ଏ ନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସାରା ବିଶ୍ୱ ଏବେ ଯୋଗକୁ ଗୁରୁତ୍ୱ ଦେଉଛି ବୋଲି କହିଛନ୍ତି ସୂରଜ। ସୁସ୍ଥ ଓ ନିରାମୟ ଜୀବନଯାପନ ପାଇଁ ଯୋଗ ନିତାନ୍ତ ଆବଶ୍ୟକ। ଅନେକ ଦିନ ହେଲା ଯୋଗ ବିଭାଗ ବନ୍ଦ ପଡ଼ିଛି। ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି।

Leave a Reply

Your email address will not be published. Required fields are marked *