ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବା ସିଏଚଏସଇ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସିଏଚଏସଇ ରେକର୍ଡ ସପ୍ଲାୟର ପୁରେନ୍ଦ୍ର ସେଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ପୁରେନ୍ଦ୍ରଙ୍କ ଭୁବନେଶ୍ୱରର କାନନବିହାରରେ ଥିବା ୪ ମହଲା ଘର, ସାମନ୍ତରାପୁରରେ ଥିବା ଅଫିସ୍ ଓ ଜଗତସିଂହପୁରର କେଉପଡ଼ାସ୍ଥିତ ପୈତୃକ ଘରେ ଏକକାଳୀନ ଚଢଉ କରାଯାଇଛି।

Leave a Reply

Your email address will not be published. Required fields are marked *