ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଥାଲାପତି ବିଜୟ। ଚେନ୍ନାଇର ନେହରୁ ଇଣ୍ଡୋର ଷ୍ଟାଡିୟମରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ। ୧୯୬୭ ପରେ ପ୍ରଥମ ଅଣଦ୍ରାବିଡ଼ ମୁଖ୍ୟମନ୍ତ୍ରୀ ଭାବେ ବିଜୟ ନେଲେ ଶପଥ । ଉପସ୍ଥିତ ଅଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ।

Leave a Reply

Your email address will not be published. Required fields are marked *