କେନ୍ଦ୍ରୀୟ ଡେପୁଟେସନରେ ଯିବେ ବରିଷ୍ଠ ଆଇଏଏସ୍ ଅଫିସର ଭିନୀଲ କ୍ରିଷ୍ଣା । ୨୦୦୫ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଫିସର ଭିନୀଲ କ୍ରିଷ୍ଣାଙ୍କୁ କ୍ରୀଡ଼ା ବିଭାଗର ଯୁଗ୍ମ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି । ୫ ବର୍ଷ ପର୍ଯ୍ୟନ୍ତ ଦାୟିତ୍ୱରେ ରହିବେ ଭିନୀଲ କ୍ରିଷ୍ଣା । ମାଲକାନଗିରି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ଆର. ଭିନୀଲ୍ କ୍ରିଷ୍ଣା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତ ଥିବାବେଳେ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଅତିରିକ୍ତ ଦାୟିତ୍ୱରେ ମଧ୍ୟ କାର୍ଯ୍ୟ କରୁଥିଲେ । Post navigation ପ୍ରଶାନ୍ତଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କଲେ ଆସାମ ସ୍ୱାସ୍ଥ୍ୟ ମନ୍ତ୍ରୀ ଅଶୋକ ସିଂଘଲ୍ ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ ପ୍ରସ୍ତାବକୁ ମୋହର; ସରକାରୀ ଚାକିରି ପାଇଁ ବଢ଼ିଲା ବୟସ ସୀମା