ଦିଲ୍ଲୀରୁ ଫେରିବା ପରେ ବିଧାୟକ ସୁରେଶ ପୂଜାରୀ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ଖବରଦାତାଙ୍କ ପ୍ରଶ୍ନରେ ସୁରେଶ ପୂଜାରୀ କହିଛନ୍ତି, ଘୋଷଣାକୁ ଅପେକ୍ଷା କରନ୍ତୁ। ଖୁବ୍‌ଶୀଘ୍ର ଦଳୀୟ ନିଷ୍ପତ୍ତି ନିଆଯିବ। ପର୍ଯ୍ୟବେକ୍ଷକ ଭାବେ ରାଜନାଥ ସିଂହ, ଭୁପେନ୍ଦ୍ର ଯାଦବ ଆସିବେ । ବିଧାୟକ ଦଳ ବୈଠକରେ ଆଲୋଚନା ପରେ ନିଷ୍ପତ୍ତି ନିଆଯିବ ।

ଏହି ସସ୍‌ପେନ୍ସ ସରୁ ନ ଥିବା ବେଳେ ଦଳର ହେଭିଓ୍ବେଟ୍‌ ନେତାଙ୍କ ନାଁ ମଧ୍ୟ ଚର୍ଚ୍ଚାରେ ରହିଛି। ପ୍ରଥମେ ସୁରେଶ ପୂଜାରୀଙ୍କ ନାଁ ଉଠୁଥିବା ବେଳେ ଗିରିଶ ମୁର୍ମୁ, ବୈଜୟନ୍ତ ପଣ୍ଡା, ଅପରାଜିତା ଷଡ଼ଙ୍ଗୀଙ୍କ ନାଁ ମଧ୍ୟ ଚର୍ଚ୍ଚାକୁ ଆସୁଛି।

Leave a Reply

Your email address will not be published. Required fields are marked *